୧ କରିନ୍ଥୀୟ 15:11 - ଓଡିଆ ବାଇବେଲ11 ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ । Viz kapitolaପବିତ୍ର ବାଇବଲ (Re-edited) - (BSI)11 ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ଵାସୀ ହୋଇଅଛ। Viz kapitolaପବିତ୍ର ବାଇବଲ (CL) NT (BSI)11 ତେଣୁ ମୁଁ ହୁଏ ବା ସେମାନେ ହୁଅନ୍ତୁ, ଆମେ ସମସ୍ତେ ସେହି ଏକ କଥା ପ୍ରଚାର କରୁଛୁ ଓ ତୁମ୍ଭେମାନେ ସେଥିରେ ବିଶ୍ୱାସ କରିଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ। Viz kapitolaପବିତ୍ର ବାଇବଲ11 ମୁଁ ତୁମ୍ଭକୁ ପ୍ରଗ୍ଭର କରେ ବା ଅନ୍ୟମାନେ ପ୍ରଗ୍ଭର କରନ୍ତି, ସେଥିରେ କିଛି ଯାଏ ଆସେ ନାହିଁ, କାରଣ ଆମ୍ଭେ ସମସ୍ତେ ସମାନ ବିଷୟ ପ୍ରଗ୍ଭର କରିଥାଉ। ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଅଛ। Viz kapitola |