୧ କରିନ୍ଥୀୟ 15:18 - ଓଡିଆ ବାଇବେଲ18 ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)18 ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)18 ପୁଣି ଏହାର ଅର୍ଥ ହେବ ଯେ, ମୃତ୍ୟୁଭୋଗ କରିଥିବା ଖ୍ରୀଷ୍ଟବିଶ୍ୱାସୀମାନେ ମଧ୍ୟ ବିନଷ୍ଟ ହୋଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ କରିଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ18 ପୁଣି ଖ୍ରୀଷ୍ଟଙ୍କଠାରେ ଥାଉ ଯେଉଁମାନେ ମରିଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇ ଯାଇ ଅଛନ୍ତି। Viz kapitola |