୧ କରିନ୍ଥୀୟ 15:20 - ଓଡିଆ ବାଇବେଲ20 କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ଵରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)20 କିନ୍ତୁ ବାସ୍ତବରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ପୁନରୁତ୍ଥାନର ନିଶ୍ଚିତତା ଦେଖାଇବା ପାଇଁ ସେମାନଙ୍କ ମଧ୍ୟରୁ ନିଜେ ସର୍ବପ୍ରଥମେ ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ20 କିନ୍ତୁ ବାସ୍ତବ କଥା ଏହି ଯେ, ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ଉତ୍ଥିତ କରାଯାଇଛି। ସେ ହେଉଛନ୍ତି ମୃତ ବିଶ୍ୱାସୀମାନଙ୍କ ମଧ୍ୟରୁ ଉତ୍ଥିତ ପ୍ରଥମ ଫଳ ସ୍ୱରୂପ। Viz kapitola |