୧ କରିନ୍ଥୀୟ 15:37 - ଓଡିଆ ବାଇବେଲ37 ଆଉ, ଯେଉଁ ଶରୀର ହେବ, ତାହା ତୁମ୍ଭେ ବୁଣ ନାହିଁ, କିନ୍ତୁ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, ତାହା କେବଳ ଦାନାମାତ୍ର; Viz kapitolaପବିତ୍ର ବାଇବଲ (Re-edited) - (BSI)37 ଆଉ, ଯେଉଁ ଶରୀର ହେବ, ତାହା ତୁମ୍ଭେ ବୁଣ ନାହିଁ, କିନ୍ତୁ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, ତାହା କେବଳ ଦାନାମାତ୍ର; Viz kapitolaପବିତ୍ର ବାଇବଲ (CL) NT (BSI)37 ତୁମେ ବୁଣିଥାଅ ଗହମ କିମ୍ବା ଅନ୍ୟ କୌଣସି ଶସ୍ୟର ଗୋଟିଏ ବୀଜ ମାତ୍ର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଆଉ, ଯାହା ତୁମ୍ଭେ ବୁଣ, ତାହା ଶରୀର ନୁହେଁ ଯାହା ଉତ୍ପନ୍ନ ହେବ, କିନ୍ତୁ ତାହା କେବଳ ଦାନାମାତ୍ର ଅଟେ, ତାହା ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ। Viz kapitolaପବିତ୍ର ବାଇବଲ37 ବୁଣିଲା ବେଳେ ତୁମ୍ଭେମାନେ ଯାହା ବୁଣ, ବିକଶିତ ହେଲା ପରେ ତାହା ସେହି “ଶରୀର” ଧାରଣ କରେ ନାହିଁ। ତୁମ୍ଭେମାନେ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, କେବଳ ବୀଜଟି ବୁଣ। Viz kapitola |