୧ କରିନ୍ଥୀୟ 15:38 - ଓଡିଆ ବାଇବେଲ38 କିନ୍ତୁ ଈଶ୍ୱର ଆପଣା ଇଚ୍ଛାନୁସାରେ ତାହାକୁ ଶରୀର ଦିଅନ୍ତି, ଆଉ ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦିଅନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)38 କିନ୍ତୁ ଈଶ୍ଵର ଆପଣା ଇଚ୍ଛାନୁସାରେ ତାହାକୁ ଶରୀର ଦିଅନ୍ତି, ଆଉ ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦିଅନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)38 କିନ୍ତୁ ଈଶ୍ୱର ଆପଣା ଇଚ୍ଛାନୁସାରେ ତା’ର ଶରୀର ରୂପାୟିତ କରନ୍ତି। ପ୍ରତ୍ୟେକ ବୀଜକୁ ସେ ତା’ର ନିଜସ୍ୱ ରୂପ ଦାନ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 କିନ୍ତୁ ଈଶ୍ବର ଆପଣା ଇଚ୍ଛାନୁସାରେ ତାହାକୁ ଶରୀର ଦିଅନ୍ତି, ଆଉ ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦେଇଥାଆନ୍ତି। Viz kapitolaପବିତ୍ର ବାଇବଲ38 ତା'ପରେ ପରମେଶ୍ୱର ଯେପରି ଇଚ୍ଛା କରନ୍ତି, ସେହିପରି ଶରୀର ତାହାକୁ ପ୍ରଦାନ କରନ୍ତି। ପରମେଶ୍ୱର ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦିଅନ୍ତି। Viz kapitola |