୧ କରିନ୍ଥୀୟ 15:42 - ଓଡିଆ ବାଇବେଲ42 ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର । କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ; Viz kapitolaପବିତ୍ର ବାଇବଲ (Re-edited) - (BSI)42 ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହିପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ; Viz kapitolaପବିତ୍ର ବାଇବଲ (CL) NT (BSI)42 ମୃତମାନଙ୍କ ପୁନରୁତ୍ଥାନ ସମ୍ପର୍କରେ ମଧ୍ୟ ଏ କଥା ପ୍ରଯୁଜ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ; Viz kapitolaପବିତ୍ର ବାଇବଲ42 ମୃତମାନଙ୍କର ଉତ୍ଥାନ ବିଷୟରେ ମଧ୍ୟ ଏହି କଥାଟି ପ୍ରଜୁଯ୍ୟ। ଯେଉଁ ଶରୀରଟି ପୋତି ଦିଆ ହେଲା, ତାହା ନଷ୍ଟ ହୋଇଯିବ। କିନ୍ତୁ ସେହି ଶରୀରଟି ଯେଉଁ ନୂତନ ଦେହ ଧାରଣ କରିବ, ତାହା ନଷ୍ଟ ହେବ ନାହିଁ। Viz kapitola |