୧ କରିନ୍ଥୀୟ 15:45 - ଓଡିଆ ବାଇବେଲ45 ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)45 ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ। Viz kapitolaପବିତ୍ର ବାଇବଲ (CL) NT (BSI)45 ଧର୍ମଶାସ୍ତ୍ରରେ ଲେଖାଅଛି: “ପ୍ରଥମେ ଆଦମ ଏକ ସଜୀବ ପ୍ରାଣୀ ରୂପେ ସୃଷ୍ଟ ହୋଇଥିଲା।” ଅନ୍ତିମ ଆଦମ ଥିଲେ, ଜୀବନ ପ୍ରଦାୟୀ ଆତ୍ମା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ। Viz kapitolaପବିତ୍ର ବାଇବଲ45 ଶାସ୍ତ୍ରରେ ଲେଖା ଅଛି: “ପ୍ରଥମ ମନୁଷ୍ୟ (ଆଦମ) ସଜୀବ ପ୍ରାଣୀ,” କିନ୍ତୁ ଶେଷ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା। Viz kapitola |