୧ କରିନ୍ଥୀୟ 15:51 - ଓଡିଆ ବାଇବେଲ51 ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ, Viz kapitolaପବିତ୍ର ବାଇବଲ (Re-edited) - (BSI)51 ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)51-52 ଶୁଣ, ମୁଁ ତୁମ୍ଭମାନଙ୍କୁ ଏକ ନିଗୂଢ଼ ସତ୍ୟ ଜଣାଉଛି। ଆମେ ସମସ୍ତେ ମୃତ୍ୟୁ ଭୋଗ କରିବା ନାହିଁ। କିନ୍ତୁ ଶେଷ ତୂରୀ ଧ୍ୱନି ହେବା ସମୟରେ, ଗୋଟିଏ ମୁହୂର୍ତ୍ତରେ, ଆଖି ପଲକରେ ଆମେ ସମସ୍ତେ ରୂପାନ୍ତରିତ ହେବା। ସେତେବେଳେ ମୃତମାନେ ଅମର ହୋଇ ଉତ୍ଥିତ ହେବେ ଏବଂ ଆମେ ସମସ୍ତେ ପରିବର୍ତ୍ତିତ ହେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ, Viz kapitolaପବିତ୍ର ବାଇବଲ51 କିନ୍ତୁ ଶୁଣ! ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଛି: ଆମ୍ଭମାନଙ୍କ ମଧ୍ୟରୁ ସମସ୍ତେ ମରିବା ନାହିଁ, ବରଂ ଆମ୍ଭେ ସମସ୍ତେ ପରିବର୍ତ୍ତିତ ହେବା। Viz kapitola |