୧ କରିନ୍ଥୀୟ 15:55 - ଓଡିଆ ବାଇବେଲ55 "ଜୟ ମୃତ୍ୟୁକୁ ଗ୍ରାସ କରିଅଛି। "ରେ ମୃତ୍ୟୁ, କାହିଁ ତୋର ଜୟ ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼ ?" Viz kapitolaପବିତ୍ର ବାଇବଲ (Re-edited) - (BSI)55 “ଜୟ ମୃତ୍ୟୁକୁ ଗ୍ରାସ କରିଅଛି।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼ଣ?” ଯିଶା. ୨୫:୮ ହୋଶେ. ୧୩:୧୪ Viz kapitolaପବିତ୍ର ବାଇବଲ (CL) NT (BSI)55 “ମୃତ୍ୟୁର ବିନାଶ ଘଟିଛି, ବିଜୟ ହୋଇଛି ସମ୍ପୂର୍ଣ୍ଣ। ରେ ମୃତ୍ୟୁ! କାହିଁ ତୋର ଜୟ ରେ ମୃତ୍ୟୁ! କାହିଁ ତୋର ନାହୁଡ଼?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT55 “ଜୟ ମୃତ୍ୟୁକୁ ଗ୍ରାସ କରିଅଛି।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼?” Viz kapitolaପବିତ୍ର ବାଇବଲ55 ମୃତ୍ୟୁ ତୁମ୍ଭର ବିଜୟ କେଉଁଠାରେ ଅଛି? କବର ତୁମ୍ଭର ଆଘାତ କରିବା ଶକ୍ତି କେଉଁଠାରେ ଅଛି” Viz kapitola |