୧ କରିନ୍ଥୀୟ 16:10 - ଓଡିଆ ବାଇବେଲ10 ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି, Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି, Viz kapitolaପବିତ୍ର ବାଇବଲ (CL) NT (BSI)10 ତୀମଥି ତୁମ୍ଭମାନଙ୍କ ନିକଟକୁ ଆସିଲେ, ତାଙ୍କୁ ସ୍ୱାଗତ କର। କାରଣ ସେ ମଧ୍ୟ ମୋ’ ପରି ପ୍ରଭୁଙ୍କର କାର୍ଯ୍ୟ କରୁଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି, Viz kapitolaପବିତ୍ର ବାଇବଲ10 ତୀମଥି ତୁମ୍ଭମାନଙ୍କ ପାଖକୁ ଆସି ପାରନ୍ତି। ତୁମ୍ଭମାନଙ୍କ ମଧ୍ୟରେ ସେ ଯେପରି ସ୍ୱଚ୍ଛନ୍ଦରେ ରୁହନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କ ପ୍ରତି ମନୋଯୋଗୀ ହୁଅ। ମୋ’ ଭଳି ସେ ମଧ୍ୟ ପ୍ରଭୁଙ୍କ ପାଇଁ କାମ କରୁଛନ୍ତି। Viz kapitola |