୧ କରିନ୍ଥୀୟ 16:12 - ଓଡିଆ ବାଇବେଲ12 କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)12 କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ଵନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ। Viz kapitolaପବିତ୍ର ବାଇବଲ (CL) NT (BSI)12 ଭାଇ ଆପୋଲଙ୍କ ସମ୍ପର୍କରେ କହୁଅଛି ଯେ, ଅନ୍ୟ ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁବାର ଉତ୍ସାହିତ କରିଅଛି। କିନ୍ତୁ ବର୍ତ୍ତମାନ ଯିବା ପାଇଁ ସେ କୌଣସି ପ୍ରକାରେ ରାଜି ନୁହନ୍ତି। ପରେ ସୁଯୋଗ ପାଇଲେ, ସେ ନିଶ୍ଚୟ ତୁମ୍ଭମାନଙ୍କ ପାଖକୁ ଯିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ। Viz kapitolaପବିତ୍ର ବାଇବଲ12 ଆପଲ୍ଲ ଭାଇଙ୍କ ବିଷୟରେ ଲେଖୁଛି। ଅନ୍ୟ ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ସହିତ ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ମୁଁ ତାହାକୁ ବହୁତ ଅନୁରୋଧ କଲି କିନ୍ତୁ ଏବେ ଯିବା ପାଇଁ ସେ ଆଦୌ ଗ୍ଭହୁଁ ନାହାନ୍ତି। କିନ୍ତୁ ଯେତେବେଳେ ସୁଯୋଗ ହେବ, ସେ ତୁମ୍ଭମାନଙ୍କ ପାଖକୁ ଯିବେ। Viz kapitola |