Online Bible

- Reklamy -




୧ କରିନ୍ଥୀୟ 16:20 - ଓଡିଆ ବାଇବେଲ

20 ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ଏଠିକାର ଭାଇମାନେ ସମସ୍ତେ ନମସ୍କାର ଜଣାଉଛନ୍ତି। ତୁମ୍ଭେମାନେ ପବିତ୍ର ଚୁମ୍ବନ ଦ୍ୱାରା ପରସ୍ପରକୁ ଅଭିନନ୍ଦନ ଜଣାଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।

Viz kapitola kopírovat

ପବିତ୍ର ବାଇବଲ

20 ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତେବେଳେ ତୁମ୍ଭେମାନେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦେଇ ଅଭିବାଦନ ଜଣାଅ।

Viz kapitola kopírovat




୧ କରିନ୍ଥୀୟ 16:20

Následuj nás:

Reklamy


Reklamy