୧ କରିନ୍ଥୀୟ 16:6 - ଓଡିଆ ବାଇବେଲ6 ଆଉ, ହୋଇ ପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ବା ଶୀତକାଳ ମଧ୍ୟ ଯାପନ କରିବି, ଯେତେବେଳେ ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ହୋଇ ପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ଵା ଶୀତକାଳ ମଧ୍ୟ ଯାପନ କରିବି, ଯେପରି ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ। Viz kapitolaପବିତ୍ର ବାଇବଲ (CL) NT (BSI)6 ମୁଁ ବୋଧହୁଏ, ତୁମ୍ଭମାନଙ୍କ ସହିତ କିଛି ଦିନ ରହିବି, ହୁଏତ ଶୀତ କାଳ କଟାଇବି। ତା’ପରେ ଯେଉଁଠିକୁ ଯିବା ପାଇଁ ଚାହିଁବି, ତୁମ୍ଭେମାନେ ମୋତେ ସେଠାକୁ ଯିବା ପାଇଁ ସାହାଯ୍ୟ କରି ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ହୋଇପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ବା ଶୀତକାଳ ମଧ୍ୟ ଯାପନ କରିବି, ଯେତେବେଳେ ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ। Viz kapitolaପବିତ୍ର ବାଇବଲ6 ସେତେବେଳେ ମୁଁ ତୁମ୍ଭମାନଙ୍କ ସହିତ କିଛି ସମୟ ଅତିବାହିତ କରିବି, ସମ୍ପୂର୍ଣ୍ଣ ବା ଶୀତକାଳ ତୁମ୍ଭମାନଙ୍କ ସହିତ ରହିବି। ତା'ପରେ, ମୋ’ ଯାତ୍ରାରେ, ମୁଁ ଯେଉଁଠାକୁ ଯିବି, ତୁମ୍ଭେମାନେ ମୋତେ ସାହାଯ୍ୟ କରି ପାରିବ। Viz kapitola |