୧ କରିନ୍ଥୀୟ 2:1 - ଓଡିଆ ବାଇବେଲ1 ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵ ବକ୍ତୃତା କିମ୍ଵା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ। Viz kapitolaପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ମୁଁ ତୁମ ନିକଟକୁ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ପ୍ରଚାର କରିବା ନିମନ୍ତେ ଯାଉଥିବା ବେଳେ ବାକ୍ୟାଡ଼ମ୍ବର କିମ୍ବା ପାଣ୍ଡିତ୍ୟ ଦେଖାଇ ନ ଥିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଆସିଥିଲି, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ। Viz kapitolaପବିତ୍ର ବାଇବଲ1 ପ୍ରିୟ ଭାଇ ଓ ଭଉଣୀମାନେ, ମୁଁ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଆସିଥିଲି, ସେତେବେଳେ ପରମେଶ୍ୱରଙ୍କ ସତ୍ୟ ବିଷୟରେ କହିଥିଲି। କିନ୍ତୁ ମୁଁ କୌଣସି ବାକ୍ଗ୍ଭତୁରୀ ବା ଜ୍ଞାନର କଥା କହି ନ ଥିଲି। Viz kapitola |