Online Bible

- Reklamy -




୧ କରିନ୍ଥୀୟ 2:15 - ଓଡିଆ ବାଇବେଲ

15 ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତା'ର ବିଚାର କରେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତାʼର ବିଚାର କରେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ଆଧ୍ୟାତ୍ମିକମନା ବ୍ୟକ୍ତି ସବୁ ବିଷୟର ପ୍ରକୃତ ମୂଲ୍ୟ ବୁଝିପାରେ; କିନ୍ତୁ ସେ ନିଜେ କାହା ଦ୍ୱାରା ବିଚାରିତ ହୋଇପାରେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତାହାର ବିଚାର କରେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

15 କିନ୍ତୁ ଜଣେ ଆଧ୍ୟାତ୍ମିକ ଲୋକ ପ୍ରତ୍ୟେକ ବିଷୟର ଉଚିତ୍ ମୂଲ୍ୟାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ୱାରା ବିଗ୍ଭରିତ ହୋଇ ପାରିବ ନାହିଁ।

Viz kapitola kopírovat




୧ କରିନ୍ଥୀୟ 2:15

Následuj nás:

Reklamy


Reklamy