୧ କରିନ୍ଥୀୟ 3:11 - ଓଡିଆ ବାଇବେଲ11 କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରି ପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ । Viz kapitolaପବିତ୍ର ବାଇବଲ (Re-edited) - (BSI)11 କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରି ପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ। Viz kapitolaପବିତ୍ର ବାଇବଲ (CL) NT (BSI)11 କାରଣ ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କୁ ଏକମାତ୍ର ଭିତ୍ତିମୂଳ କରି ସ୍ଥାପନ କରିଛନ୍ତି; ତାଙ୍କ ବ୍ୟତୀତ ଅନ୍ୟ କୌଣସି ଭିତ୍ତିମୂଳ ସ୍ଥାପିତ ହୋଇ ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରିପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ। Viz kapitolaପବିତ୍ର ବାଇବଲ11 ତିଆରି ହୋଇଥିବା ମୂଳଦୁଆ ବ୍ୟତୀତ ଅନ୍ୟ ମୂଳଦୁଆ କେହି ପକାଇ ପାରିବ ନାହିଁ। Viz kapitola |