୧ କରିନ୍ଥୀୟ 3:18 - ଓଡିଆ ବାଇବେଲ18 କେହି ଆପଣାକୁ ପ୍ରବଞ୍ଚନା ନ କରୁ । ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ । Viz kapitolaପବିତ୍ର ବାଇବଲ (Re-edited) - (BSI)18 କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ। Viz kapitolaପବିତ୍ର ବାଇବଲ (CL) NT (BSI)18 କେହି ନିଜକୁ ପ୍ରବଞ୍ଚନା ନ କରୁ। ତୁମ୍ଭମାନଙ୍କ ମଧ୍ୟରେ କେହି ଯଦି ନିଜକୁ ଜାଗତିକ ବିଷୟରେ ଜ୍ଞାନୀ ବୋଲି ଭାବେ, ପ୍ରକୃତ ଜ୍ଞାନ ଅର୍ଜନ ନିମନ୍ତେ ତାକୁ ଅଜ୍ଞ ହେବାକୁ ପଡ଼ିବ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ। Viz kapitolaପବିତ୍ର ବାଇବଲ18 ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ଯୁଗ ଅନୁସାରେ ଜ୍ଞାନୀ ଅଟେ, ତା'ହେଲେ ତାକୁ ମୂର୍ଖ ହେବାକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହୋଇପାରିବା Viz kapitola |