୧ କରିନ୍ଥୀୟ 3:6 - ଓଡିଆ ବାଇବେଲ6 ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ୱର ବୃଦ୍ଧି ସାଧନ କରିଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)6 ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ଵର ବୃଦ୍ଧି ସାଧନ କରିଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)6 ମୁଁ ରୋପଣ କରିଛି ଓ ଆପୋଲୋ ସେଥିରେ ଜଳସେଚନ କରିଛନ୍ତି, କିନ୍ତୁ ଈଶ୍ୱର ବୃଦ୍ଧି ସାଧନ କରାଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ବର ବୃଦ୍ଧି ସାଧନ କରିଅଛନ୍ତି। Viz kapitolaପବିତ୍ର ବାଇବଲ6 ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛରେ ପାଣି ଦେଲେ, କିନ୍ତୁ ପରମେଶ୍ୱର ତାକୁ ବଢ଼ିବାରେ ସାହାଯ୍ୟ କଲେ। Viz kapitola |