୧ କରିନ୍ଥୀୟ 4:15 - ଓଡିଆ ବାଇବେଲ15 କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାଁନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ଵାରା ଜନ୍ମ ଦେଇଅଛି। Viz kapitolaପବିତ୍ର ବାଇବଲ (CL) NT (BSI)15 ଖ୍ରୀଷ୍ଟୀୟ ଜୀବନରେ ତୁମର ଅନେକ ଧର୍ମଗୁରୁ ଥାଉ ପାରନ୍ତି। କିନ୍ତୁ ତୁମର ପିତା ଏକ। ତୁମ ନିକଟରେ ସୁସମାଚାର ପ୍ରଚାର କରିବା ଦ୍ୱାରା ଖ୍ରୀଷ୍ଟୀୟ ଜୀବନରେ ମୁଁ ତୁମର ପିତା ସ୍ୱରୂପ ହୋଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି। Viz kapitolaପବିତ୍ର ବାଇବଲ15 ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଦଶ ହଜାର ଶିକ୍ଷକ ଥାଇ ପାରନ୍ତି, କିନ୍ତୁ ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି, ସୁସମାଗ୍ଭର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସକାଶେ ମୁଁ ତୁମ୍ଭମାନଙ୍କର ପିତା ହୋଇଛି। Viz kapitola |