୧ କରିନ୍ଥୀୟ 4:18 - ଓଡିଆ ବାଇବେଲ18 ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)18 ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)18 ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ଭାବି କେହି କେହି ଉଦ୍ଧତ ହେଉଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ18 ତୁମ୍ଭମାନଙ୍କ ଭିତରୁ ଅନେକ ଅହଂକାରୀ ହୋଇ ଯାଇଛ। ଏହାଭାବି ତୁମ୍ଭେମାନେ ଗର୍ବ କର ଯେ ମୁଁ ତୁମ୍ଭମାନଙ୍କ ପାଖକୁ ଆଉ କେବେ ଯିବି ନାହିଁ। Viz kapitola |