୧ କରିନ୍ଥୀୟ 4:8 - ଓଡିଆ ବାଇବେଲ8 ଇତିମଧ୍ୟରେ ତୁମ୍ଭେମାନେ କ'ଣ ପରିତୃପ୍ତ ହୋଇଗଲଣି ? ଇତିମଧ୍ୟରେ ତୁମ୍ଭେମାନେ କ'ଣ ଧନବାନ ହୋଇଗଲଣି ? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରି ପାରିଥାଆନ୍ତୁ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇ ଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ଵ କରି ପାରିଥାଆନ୍ତୁ। Viz kapitolaପବିତ୍ର ବାଇବଲ (CL) NT (BSI)8 ତୁମର ଆବଶ୍ୟକୀୟ ସମସ୍ତ ବିଷୟ ପାଇ ସାରିଛ କି? ତୁମେ କ’ଣ ଧନବାନ ହୋଇସାରିଛ? ତୁମେ କ’ଣ ଜଣେ ଜଣେ ରାଜା ହୋଇ ଯାଇଛ (ଯଦିଚ ଆମେ ହୋଇପାରି ନାହୁଁ)? ସତରେ, ତୁମ୍ଭେମାନେ ରାଜା ହୋଇ ତୁମର ସେହି ରାଜପଦର ଅଂଶୀ ହୋଇ ଥାଆନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିପାରିଥାଆନ୍ତୁ। Viz kapitolaପବିତ୍ର ବାଇବଲ8 ତୁମ୍ଭେମାନେ ଭାବୁଛ ଯେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକୀୟ ବିଷୟ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭେ ନିଜକୁ ଧନ୍ୟ ବୋଲି ମନେ କରୁଛ। ତୁମ୍ଭେମାନେ ଆମ୍ଭ ବିନା ରାଜା ହୋଇ ଯାଇଛ ବୋଲି ଭାବୁଛ। ହଁ, ତୁମ୍ଭେମାନେ ପ୍ରକୃତରେ ରାଜା ହୋଇଥିଲେ ଭଲ ହୋଇଥା’ନ୍ତା। ତା'ହେଲେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିଥାଆନ୍ତୁ। Viz kapitola |