୧ କରିନ୍ଥୀୟ 4:9 - ଓଡିଆ ବାଇବେଲ9 କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ୱର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ । Viz kapitolaପବିତ୍ର ବାଇବଲ (Re-edited) - (BSI)9 କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ଵର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ। Viz kapitolaପବିତ୍ର ବାଇବଲ (CL) NT (BSI)9 ପ୍ରକୃତ ପକ୍ଷରେ ମୋର ମନେହୁଏ, ଆମ ଭଳି ପ୍ରେରିତ ଶିଷ୍ୟମାନଙ୍କୁ ଈଶ୍ୱର ସମସ୍ତଙ୍କ ପଶ୍ଚାତ୍ଭାଗରେ ରଖିଛନ୍ତି। ପ୍ରକାଶ୍ୟରେ ମୃତ୍ୟୁଦଣ୍ଡ ଭୋଗ କରି ସମଗ୍ର ଜଗତର ମନୁଷ୍ୟ ଓ ଦେବଦୂତମାନଙ୍କ ନିକଟରେ ଉପହାସର ପାତ୍ର ବ୍ୟକ୍ତିମାନଙ୍କ ପରି ଆମକୁ ସେ ରଖିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ମୋହର ମନେ ହୁଏ, ଆମ୍ଭେମାନେ ଯେ ପ୍ରେରିତ, ଆମ୍ଭମାନଙ୍କୁ ଈଶ୍ବର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ। Viz kapitolaପବିତ୍ର ବାଇବଲ9 କିନ୍ତୁ ମୋର ମନେ ହୁଏ ଯେ, ପରମେଶ୍ୱର ଆମ୍ଭ ପ୍ରେରିତମାନଙ୍କୁ ସର୍ବଶେଷରେ ରଖିଅଛନ୍ତି। ଆମ୍ଭେମାନେ ଯେପରି ମୃତ୍ୟୁଦଣ୍ଡରେ ଦଣ୍ଡିତ କରା ହୋଇଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ୱର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖରେ ଆମ୍ଭେମାନେ ଯେପରି ଏକ ନାଟକ କରୁଛୁ। Viz kapitola |