୧ କରିନ୍ଥୀୟ 5:6 - ଓଡିଆ ବାଇବେଲ6 ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ । ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ବୋଲି ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ ? Viz kapitolaପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଟିକିଏ ବୋଲି ଖମୀର ସମସ୍ତ ମଇଦା ପିଣ୍ତୁଳାକୁ ଖମୀରମୟ କରିଦିଏ? Viz kapitolaପବିତ୍ର ବାଇବଲ (CL) NT (BSI)6 ତୁମ୍ଭେମାନେ ଆସ୍ପର୍ଦ୍ଧା କରିବା ଅନୁଚିତ। ତୁମେ କ’ଣ ଜାଣ ନାହଁ, ‘ଟିକିଏ ଖମୀର ସମୁଦାୟ ମଇଦାକୁ ଖମୀରମୟ କରିଦିଏ’? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ? Viz kapitolaପବିତ୍ର ବାଇବଲ6 ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭେମାନେ ଏହି ଉକ୍ତି ବିଷୟରେ ଜାଣିଛ ଯେ, “ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।” Viz kapitola |