୧ କରିନ୍ଥୀୟ 6:10 - ଓଡିଆ ବାଇବେଲ10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)10 ଚୋର, ଧନଲୋଭୀ, ମାତାଲ୍, କୁତ୍ସାରଟନାକାରୀ ଓ ଡ଼କାଏତମାନେ ଈଶ୍ୱରଙ୍କ ରାଜ୍ୟରେ ଅଧିକାର ପାଇବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। Viz kapitola |