Online Bible

- Reklamy -




୧ କରିନ୍ଥୀୟ 6:11 - ଓଡିଆ ବାଇବେଲ

11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହିପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

11 ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ସେ ପ୍ରକାର ଥିଲ। କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ପାପରୁ ପରିଷ୍କୃତ ହୋଇ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ। ପୁଣି ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧାର୍ମିକରୂପେ ପରିଗଣିତ ହୋଇଅଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।

Viz kapitola kopírovat

ପବିତ୍ର ବାଇବଲ

11 ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତେକ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହୋଇଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଧାର୍ମିକ କରାଯାଇଛି।

Viz kapitola kopírovat




୧ କରିନ୍ଥୀୟ 6:11

Následuj nás:

Reklamy


Reklamy