୧ କରିନ୍ଥୀୟ 6:14 - ଓଡିଆ ବାଇବେଲ14 ଈଶ୍ୱର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ । Viz kapitolaପବିତ୍ର ବାଇବଲ (Re-edited) - (BSI)14 ଈଶ୍ଵର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ଵାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ। Viz kapitolaପବିତ୍ର ବାଇବଲ (CL) NT (BSI)14 ଈଶ୍ୱର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଅଛନ୍ତି ଏବଂ ଆପଣା ଶକ୍ତିରେ ସେ ଆମ୍ଭମାନଙ୍କୁ ମଧ୍ୟ ପୁନର୍ଜୀବିତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଈଶ୍ବର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ। Viz kapitolaପବିତ୍ର ବାଇବଲ14 ପରମେଶ୍ୱର କେବଳ ପ୍ରଭୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରି ନାହାନ୍ତି, ବରଂ ନିଜର ଶକ୍ତି ଦ୍ୱାରା ସେ ଆମ୍ଭମାନଙ୍କୁ ମଧ୍ୟ ମୃତ୍ୟୁରୁ ପୁନରୁତ୍ଥିତ କରିବେ। Viz kapitola |