୧ କରିନ୍ଥୀୟ 6:18 - ଓଡିଆ ବାଇବେଲ18 ବ୍ୟଭିଚାରଠାରୁ ପଳାୟନ କର । ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ । Viz kapitolaପବିତ୍ର ବାଇବଲ (Re-edited) - (BSI)18 ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ। Viz kapitolaପବିତ୍ର ବାଇବଲ (CL) NT (BSI)18 କାମୁକତାଠାରୁ ଦୂରରେ ରୁହ। ଅନ୍ୟ କୌଣସି ପାପ ମନୁଷ୍ୟର ଶରୀରକୁ କଳୁଷିତ କରେ ନାହିଁ। କିନ୍ତୁ ବ୍ୟଭିଚାରୀ ନିଜ ଶରୀର ବିରୁଦ୍ଧରେ ପାପ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ। Viz kapitolaପବିତ୍ର ବାଇବଲ18 ଅତଏବ ଯୌନଗତ ପାପଠାରୁ ଦୂରରେ ରୁହ। ଜଣେ ଲୋକ ଅନ୍ୟ ସମସ୍ତ ପ୍ରକାରର ପାପ, ନିଜ ଶରୀରର ବାହାରେ କରେ। କିନ୍ତୁ ଯୌନଗତ ପାପ ଦ୍ୱାରା ସେ ନିଜ ଶରୀର ବିରୁଦ୍ଧରେ ପାପ କରେ। Viz kapitola |