୧ କରିନ୍ଥୀୟ 6:20 - ଓଡିଆ ବାଇବେଲ20 କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ୱରଙ୍କ ଗୌରବ ପ୍ରକାଶ କର । Viz kapitolaପବିତ୍ର ବାଇବଲ (Re-edited) - (BSI)20 କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣା-ଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ଵରଙ୍କ ଗୌରବ ପ୍ରକାଶ କର। Viz kapitolaପବିତ୍ର ବାଇବଲ (CL) NT (BSI)20 ସେ ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟ ଦେଇ କିଣିଛନ୍ତି। ତେଣୁ ତୁମ୍ଭମାନଙ୍କ ଶରୀର ଦ୍ୱାରା ଈଶ୍ୱରଙ୍କୁ ଗୌରବାନ୍ୱିତ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର। Viz kapitolaପବିତ୍ର ବାଇବଲ20 କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ମୂଲ୍ୟ ଦେଇ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ୟମରେ ପରମେଶ୍ୱରଙ୍କୁ ଗୌରବ ଦିଅ। Viz kapitola |