୧ କରିନ୍ଥୀୟ 7:18 - ଓଡିଆ ବାଇବେଲ18 କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି ? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ। କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି ? ସେ ସୁନ୍ନତି ନ ହେଉ । Viz kapitolaପବିତ୍ର ବାଇବଲ (Re-edited) - (BSI)18 କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ। କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ସୁନ୍ନତି ନ ହେଉ। Viz kapitolaପବିତ୍ର ବାଇବଲ (CL) NT (BSI)18 ସୁନ୍ନତ ହେବା ପରେ କେହି ଯଦି ଆହ୍ୱାନ ପାଏ, ସେ ସୁନ୍ନତର ଚିହ୍ନ ଲୋପ କରିବାକୁ ଚେଷ୍ଟା ନ କରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ। କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ସୁନ୍ନତି ନ ହେଉ। Viz kapitolaପବିତ୍ର ବାଇବଲ18 ପରମେଶ୍ୱରଙ୍କ ଆହ୍ୱାନ ପାଇବା ପୂର୍ବରୁ ଯଦି କାହାର ସୁନ୍ନତ ହୋଇ ଯାଇଛି, ସେ ତାହା ପରିବର୍ତ୍ତନ କରିବା ଉଚିତ୍ ନୁହେଁ। ଯଦି ଜଣେ ଆହ୍ୱାନ ପାଇବା ବେଳେ ସୁନ୍ନତ ହୋଇ ନାହିଁ, ତା'ର ମଧ୍ୟ ସୁନ୍ନତ ହେବା ଉଚିତ୍ ନୁହେଁ। Viz kapitola |