୧ କରିନ୍ଥୀୟ 7:24 - ଓଡିଆ ବାଇବେଲ24 ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ୱରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ । Viz kapitolaପବିତ୍ର ବାଇବଲ (Re-edited) - (BSI)24 ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ଵରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ। Viz kapitolaପବିତ୍ର ବାଇବଲ (CL) NT (BSI)24 ଭାଇମାନେ, ତୁମ୍ଭେମାନେ ଯେଉଁ ଅବସ୍ଥାରେ ଆହୂତ ହୋଇଛ, ସେହି ଅବସ୍ଥାରେ ଈଶ୍ୱରଙ୍କ ସାହଚର୍ଯ୍ୟ ଲାଭ କରିବା ଉଚିତ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ବରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ। Viz kapitolaପବିତ୍ର ବାଇବଲ24 ଅତଏବ ମଣିଷମାନଙ୍କର ଦାସ ହୁଅ ନାହିଁ। ଭାଇ ଓ ଭଉଣୀମାନେ! ଆହ୍ୱାନ ହେଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲା, ପରମେଶ୍ୱରଙ୍କ ସହ ନୂତନ ଜୀବନ ଲାଭ କରି, ସେ ସେହିପରି କାର୍ଯ୍ୟ କରୁ। Viz kapitola |