୧ କରିନ୍ଥୀୟ 7:27 - ଓଡିଆ ବାଇବେଲ27 ତୁମ୍ଭେ କି ଭାର୍ଯ୍ୟା ସହିତ ଆବଦ୍ଧ ? ତେବେ ମୁକ୍ତ ହେବା ପାଇଁ ଚେଷ୍ଟା କର ନାହିଁ। ତୁମ୍ଭେ କି ଭାର୍ଯ୍ୟାଠାରୁ ମୁକ୍ତ ? ତେବେ ଭାର୍ଯ୍ୟା ପାଇବାକୁ ଚେଷ୍ଟା କର ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)27 ତୁମ୍ଭେ କି ଭାର୍ଯ୍ୟା ସହିତ ଆବଦ୍ଧ? ତେବେ ମୁକ୍ତ ହେବା ପାଇଁ ଚେଷ୍ଟା କର ନାହିଁ। ତୁମ୍ଭେ କି ଭାର୍ଯ୍ୟାଠାରୁ ମୁକ୍ତ? ତେବେ ଭାର୍ଯ୍ୟା ପାଇବାକୁ ଚେଷ୍ଟା କର ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)27 ତୁମେ କ’ଣ ବିବାହିତ? ତେବେ ଏହି ବନ୍ଧନ ଛିନ୍ନ କରିବାକୁ ଚେଷ୍ଟା କର ନାହିଁ। ତୁମେ କ’ଣ ଅବିବାହିତ? ତେବେ ବିବାହ କରିବା ପାଇଁ ଇଚ୍ଛା କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତୁମ୍ଭେ କି ଭାର୍ଯ୍ୟା ସହିତ ଆବଦ୍ଧ? ତେବେ ମୁକ୍ତ ହେବା ପାଇଁ ଚେଷ୍ଟା କର ନାହିଁ। ତୁମ୍ଭେ କି ଭାର୍ଯ୍ୟାଠାରୁ ମୁକ୍ତ? ତେବେ ଭାର୍ଯ୍ୟା ପାଇବାକୁ ଚେଷ୍ଟା କର ନାହିଁ। Viz kapitolaପବିତ୍ର ବାଇବଲ27 ଯଦି ତୁମ୍ଭେମାନେ ବିବାହିତ, ତେବେ ପତ୍ନୀଠାରୁ ମୁକ୍ତ ହେବାକୁ ଚେଷ୍ଟା କର ନାହିଁ। କିନ୍ତୁ ଯଦି ତୁମ୍ଭମାନଙ୍କର ବିବାହ ହୋଇ ନାହିଁ, ତେବେ ପତ୍ନୀଟିଏ ଖୋଜିବା ପାଇଁ ଚେଷ୍ଟା କର ନାହିଁ। Viz kapitola |