୧ କରିନ୍ଥୀୟ 7:29 - ଓଡିଆ ବାଇବେଲ29 କିନ୍ତୁ ହେ ଭାଇମାନେ, ମୋ' କଥାର ଭାବ ଏହି, ସମୟ ଅତ୍ୟଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ । Viz kapitolaପବିତ୍ର ବାଇବଲ (Re-edited) - (BSI)29 କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତ୍ୟଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ। Viz kapitolaପବିତ୍ର ବାଇବଲ (CL) NT (BSI)29 ଭାଇମାନେ, ମୁଁ ଏହି କଥା କହିବାକୁ ଇଚ୍ଛା କରୁଛି ଯେ, କାଳ ସନ୍ନିକଟ। ଆଜିଠାରୁ ବିବାହିତମାନେ ଅବିବାହିତଙ୍କ ପରି ଜୀବନ ଯାପନ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତି ଅଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ। Viz kapitolaପବିତ୍ର ବାଇବଲ29 ଭାଇ ଓ ଭଉଣୀମାନେ! ମୋର କହିବା କଥା ଯେ, ସମୟ ବହୁତ କମ୍ ଅଛି। ଅତଏବ, ଏହା ପରେ, ଯେଉଁମାନଙ୍କର ପତ୍ନୀ ଅଛନ୍ତି ସେମାନେ ପ୍ରଭୁଙ୍କ ପାଇଁ ସମୟ ଦିଅନ୍ତୁ, ଯେପରି ସେମାନଙ୍କ ପତ୍ନୀ ନାହିଁ। Viz kapitola |