Online Bible

- Reklamy -




୧ କରିନ୍ଥୀୟ 7:30 - ଓଡିଆ ବାଇବେଲ

30 ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ଯେଉଁମାନେ ଶୋକାର୍ତ୍ତ, ସେମାନଙ୍କର ଶୋକ କରିବା ପାଇଁ କୌଣସି କାରଣ ନାହିଁ ବୋଲି ମନେ କରନ୍ତୁ। ଯେଉଁମାନେ ଉଲ୍ଲସିତ, ସେମାନେ ମଧ୍ୟ ଆନନ୍ଦ କରିବାର କୌଣସି କାରଣ ନାହିଁ ବୋଲି ମନେ କରନ୍ତୁ। ଯେଉଁମାନେ ଯାହା କିଣନ୍ତି, ତାହା ନିଜର ନୁହେଁ ବୋଲି ମନେ କରନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;

Viz kapitola kopírovat

ପବିତ୍ର ବାଇବଲ

30 ଯେଉଁମାନେ ଦୁଃଖୀ ସେମାନେ ଦୁଃଖୀ ନ ହେଲା ଭଳି ରୁହନ୍ତୁ। ଯେଉଁମାନେ ସୁଖୀ, ସେମାନେ ଏପରି ରୁହନ୍ତୁ ଯେପରି ସୁଖୀ ନୁହନ୍ତି। ଯେଉଁମାନେ ଜିନିଷ ପତ୍ର କିଣି ପାରନ୍ତି ସେମାନେ ନିଜ ପାଖରେ କିଛି ନ ଥିଲା ଭଳି ରୁହନ୍ତୁ।

Viz kapitola kopírovat




୧ କରିନ୍ଥୀୟ 7:30

Následuj nás:

Reklamy


Reklamy