୧ କରିନ୍ଥୀୟ 7:5 - ଓଡିଆ ବାଇବେଲ5 ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ । Viz kapitolaପବିତ୍ର ବାଇବଲ (Re-edited) - (BSI)5 ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ। Viz kapitolaପବିତ୍ର ବାଇବଲ (CL) NT (BSI)5 ପରସ୍ପରଠାରୁ ସେମାନେ ପୃଥକ୍ ନ ରହନ୍ତୁ। କିନ୍ତୁ ଉଭୟେ ଏକମତ ହୋଇ ପ୍ରାର୍ଥନାରେ କାଳକ୍ଷେପଣ ପାଇଁ କିଛି ସମୟ ପୃଥକ୍ ରହି ପାରନ୍ତି। ଆତ୍ମସଂଯମର ଅଭାବ ହେତୁ ଶୟତାନ ଯେପରି ସେମାନଙ୍କୁ ପ୍ରଲୋଭିତ ନ କରେ, ସେଥିପାଇଁ ସେମାନେ ପୁନର୍ବାର ଏକତ୍ର ହୁଅନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ। Viz kapitolaପବିତ୍ର ବାଇବଲ5 ନିଜର ଅଧିକାରରୁ ପରସ୍ପରକୁ ବଞ୍ଚିତ କର ନାହିଁ। କିନ୍ତୁ ତୁମ୍ଭେ ଦୁହେଁ ପ୍ରାର୍ଥନାରେ ନିଜକୁ ଉତ୍ସର୍ଗ କରିବା ପାଇଁ ଏକମତ ହୋଇ ଅଳ୍ପ ସମୟ ପାଇଁ ପୃଥକ ହୁଅ। ତା'ପରେ ପୁନର୍ବାର ଏକାଠି ହୁଅ, ଯଦ୍ଦ୍ୱାରା ଶୟତାନ ତୁମ୍ଭମାନଙ୍କ ଦୁର୍ବଳତାର ସୁଯୋଗ ନେଇ ତୁମ୍ଭମାନଙ୍କୁ ପ୍ରଲୋଭିତ କରି ପାରିବ ନାହିଁ। Viz kapitola |