Online Bible

- Reklamy -




୧ କରିନ୍ଥୀୟ 7:8 - ଓଡିଆ ବାଇବେଲ

8 କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋ' ପରି ରହିଲେ ସେମାନଙ୍କ ପକ୍ଷରେ ଭଲ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋʼ ପରି ରହିଲେ ସେମାନଙ୍କ ପକ୍ଷରେ ଭଲ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ଅବିବାହିତ ଓ ବିଧବାମାନଙ୍କ ସମ୍ବନ୍ଧରେ ମୋର ମନ୍ତବ୍ୟ ଏହି - ସେମାନେ ମୋ’ ପରି ଏକାକୀ ରହିଲେ ଭଲ ହୁଅନ୍ତା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋʼ ପରି ରହିଲେ ସେମାନଙ୍କ ପକ୍ଷରେ ଭଲ।

Viz kapitola kopírovat

ପବିତ୍ର ବାଇବଲ

8 ଏବେ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହୁଛି ଯେ, ଯଦି ସେମାନେ ମୋ’ ଭଳି ଏକାକୀ ରହି ପାରିବେ, ତା'ହେଲେ ଭଲ।

Viz kapitola kopírovat




୧ କରିନ୍ଥୀୟ 7:8

Následuj nás:

Reklamy


Reklamy