୧ କରିନ୍ଥୀୟ 8:13 - ଓଡିଆ ବାଇବେଲ13 ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋ' ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ଵାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କେବେ ହେଲେ ମାଂସ ଖାଇବି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)13 ସୁତରାଂ କୌଣସି ଖାଦ୍ୟ ଯଦି ମୋ’ ଭାଇର ବିଘ୍ନ ସ୍ୱରୂପ ହୋଇ ତାକୁ ପାପ ପଥରେ କଢ଼ାଇ ନିଏ, ସେହି ଖାଦ୍ୟ ମୁଁ କଦାପି ଗ୍ରହଣ କରିବି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ। Viz kapitolaପବିତ୍ର ବାଇବଲ13 ଯଦି ମୋର ମାଂସ ଖାଇବା ଦ୍ୱାରା ମୋ’ ଭାଇ ପାପରେ ପଡ଼ିବ, ତା'ହେଲେ ମୁଁ ଭବିଷ୍ୟତରେ ଆଉ ମାଂସ ଖାଇବି ନାହିଁ। ଏପ୍ରକାରେ ମୁଁ ମୋ’ ଭାଇର ବିଘ୍ନର କାରଣ ହେବି ନାହିଁ। Viz kapitola |