୧ କରିନ୍ଥୀୟ 8:8 - ଓଡିଆ ବାଇବେଲ8 କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ଵରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ଵା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)8 ଖାଦ୍ୟ ପଦାର୍ଥ ଦ୍ୱାରା ଈଶ୍ୱରଙ୍କ ସହିତ ଆମ ସମ୍ପର୍କରେ କିଛି ପରିବର୍ତ୍ତନ ଘଟେ ନାହିଁ। କୌଣସି ଖାଦ୍ୟ ପଦାର୍ଥ ଗ୍ରହଣ ନ କରିବା ଦ୍ୱାରା ଆମର କିଛି କ୍ଷତି ହୁଏ ନାହିଁ, କିମ୍ବା କୌଣସି ଖାଦ୍ୟ ପଦାର୍ଥ ଗ୍ରହଣ କରିବା ଦ୍ୱାରା ଆମର କିଛି ଲାଭ ହୁଏ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ। Viz kapitolaପବିତ୍ର ବାଇବଲ8 ଖାଦ୍ୟ ଆମକୁ ପରମେଶ୍ୱରଙ୍କ ନିକଟବର୍ତ୍ତୀ କରାଏ ନାହିଁ। ଖାଦ୍ୟ ନ ଖାଇବା ଦ୍ୱାରା ପରମେଶ୍ୱରଙ୍କ ସହ ଆମର ସମ୍ପର୍କରେ କ୍ଷତି ହୁଏ ନାହିଁ, ଓ ଖାଇବା ଦ୍ୱାରା ଆମ୍ଭର କିଛି ଲାଭ ମଧ୍ୟ ହୁଏ ନାହିଁ। Viz kapitola |