୧ କରିନ୍ଥୀୟ 9:1 - ଓଡିଆ ବାଇବେଲ1 ମୁଁ କ'ଣ ସ୍ୱାଧୀନ ନୁହେଁ ? ମୁଁ କ'ଣ ଜଣେ ପ୍ରେରିତ ନୁହେଁ ? ମୁଁ କ'ଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ ? ତୁମ୍ଭେମାନେ କ'ଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)1 ମୁଁ କଅଣ ସ୍ଵାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ? Viz kapitolaପବିତ୍ର ବାଇବଲ (CL) NT (BSI)1 ମୁଁ କ’ଣ ଜଣେ ସ୍ୱାଧୀନ ବ୍ୟକ୍ତି ନୁହେଁ? ମୁଁ ପ୍ରେରିତ ଶିଷ୍ୟ ନୁହେଁ କି? ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ କ’ଣ ମୁଁ ଦେଖି ନାହିଁ? ତୁମ୍ଭେମାନେ, ମୁଁ ପ୍ରଭୁଙ୍କ ପାଇଁ କରିଥିବା କାର୍ଯ୍ୟର ଫଳ ସ୍ୱରୂପ ନୁହଁ କି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ କଅଣ ସ୍ୱାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ? Viz kapitolaପବିତ୍ର ବାଇବଲ1 ମୁଁ ଜଣେ ସ୍ୱାଧୀନ ବ୍ୟକ୍ତି। ମୁଁ ଜଣେ ପ୍ରେରିତ। ମୁଁ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଦେଖିଛି। ପ୍ରଭୁଙ୍କ ନିମନ୍ତେ ମୋ’ କାର୍ଯ୍ୟର ଫଳ ସ୍ୱରୂପ ତୁମ୍ଭେମାନେ ପରିବର୍ତ୍ତିତ ହୋଇଛ। Viz kapitola |