୧ କରିନ୍ଥୀୟ 9:22 - ଓଡିଆ ବାଇବେଲ22 ଯେପରି ମୁଁ ଦୁର୍ବଳ ମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)22 ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛିସସ। Viz kapitolaପବିତ୍ର ବାଇବଲ (CL) NT (BSI)22 ଯେଉଁମାନେ ବିଶ୍ୱାସରେ ଦୁର୍ବଳ, ସେମାନଙ୍କୁ ଲାଭ କରିବା ପାଇଁ ମୁଁ ସେମାନଙ୍କ ପରି ହୋଇଛି। ଯେ କୌଣସି ଉପାୟରେ କେତେକଙ୍କୁ ରକ୍ଷା କରିବା ପାଇଁ ମୁଁ ବିଭିନ୍ନ ଭାବରେ ଆଚରଣ କରିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରିପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି। Viz kapitolaପବିତ୍ର ବାଇବଲ22 ଯେଉଁମାନେ ଦୁର୍ବଳ ସେହି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ୟ ଦୂର୍ବଳ ହେଲି। ଯେହେତୁ ଯେଉଁ ଉପାୟରେ ହେଉ ପଛେ ମୁଁ ଯେପରି ଅନେକ ଲୋକଙ୍କୁ ଉଦ୍ଧାର କରି ପାରିବି ସେଥିପାଇଁ ପ୍ରତ୍ୟେକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସେହି ପ୍ରକାରର ହେଲି। Viz kapitola |