୧ କରିନ୍ଥୀୟ 9:23 - ଓଡିଆ ବାଇବେଲ23 ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ। Viz kapitolaପବିତ୍ର ବାଇବଲ (CL) NT (BSI)23 ମୁଁ ସୁସମାଚାର ପ୍ରଚାର କରି, ଏଥିରୁ ଆଶୀର୍ବାଦପ୍ରାପ୍ତ ହେବା ନିମନ୍ତେ ଏ ସବୁ କରିଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ। Viz kapitolaପବିତ୍ର ବାଇବଲ23 ଏହା ସବୁ ମୁଁ ସୁସମାଗ୍ଭର ପାଇଁ କରୁଛି, ସୁସମାଗ୍ଭର ଆଶୀର୍ବାଦରେ ମୋର ମଧ୍ୟ କିଛି ଅଂଶ ରହିବ। Viz kapitola |