୧ କରିନ୍ଥୀୟ 9:5 - ଓଡିଆ ବାଇବେଲ5 ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କ'ଣ ଆମ୍ଭମାନଙ୍କର ଅଧିକାର ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କେଫାଙ୍କ ପରି ବିଶ୍ଵାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ? Viz kapitolaପବିତ୍ର ବାଇବଲ (CL) NT (BSI)5 ଅନ୍ୟାନ୍ୟ ପ୍ରେରିତ ଶିଷ୍ୟ, ପିତର ଓ ପ୍ରଭୁଙ୍କ ଭାଇମାନଙ୍କ ପରି ବିଶ୍ୱାସୀ ସମାଜର ଜଣେ ମହିଳାଙ୍କୁ ବିବାହ କରି ତାଙ୍କ ସହିତ ଭ୍ରମଣ କରିବା ପାଇଁ ମୋର କ’ଣ ଅଧିକାର ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ? Viz kapitolaପବିତ୍ର ବାଇବଲ5 ଜଣେ ବିଶ୍ୱାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗରେ ନେଇ ଯିବା ପାଇଁ କ’ଣ ଆମ୍ଭର ଅଧିକାର ନାହିଁ? ଅନ୍ୟ ପ୍ରେରିତମାନେ, ପ୍ରଭୁଙ୍କର ଭାଇମାନେ ଓ କେଫାତ ଏପରି କରୁଛନ୍ତି। Viz kapitola |