Online Bible

- Reklamy -




୧ କରିନ୍ଥୀୟ 9:9 - ଓଡିଆ ବାଇବେଲ

9 କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖା ଅଛି, "ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ"। ଈଶ୍ୱର କ'ଣ ବଳଦ ବିଷୟରେ ଚିନ୍ତା କରନ୍ତି ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖା ଅଛି, “ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ତି ଦିଅ ନାହିଁ।” ଈଶ୍ଵର କଅଣ ବଳଦ ବିଷୟରେ ଚିନ୍ତା କରନ୍ତି?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ମୋଶାଙ୍କ ବ୍ୟବସ୍ଥାରେ ଉଲ୍ଲେଖ ଅଛି, “ବେଙ୍ଗଳା ପକାଉ ଥିବା ବଳଦର ମୁହଁରେ ତୁଣ୍ଡି ବାନ୍ଧ ନାହିଁ।” ଈଶ୍ୱର କ’ଣ କେବଳ ବଳଦର କଥା ଚିନ୍ତା କରୁଛନ୍ତି?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖାଅଛି, “ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ଈଶ୍ବର କଅଣ ବଳଦ ବିଷୟରେ ଚିନ୍ତା କରନ୍ତି?

Viz kapitola kopírovat

ପବିତ୍ର ବାଇବଲ

9 ମୋଶାଙ୍କ ବ୍ୟବସ୍ଥାରେ ଲେଖା ଅଛି: “ଖଳାରେ ବେଙ୍ଗଳା ବୁଲାଇଲା ବେଳେ ବଦଳର ମୁହଁ ବାନ୍ଧ ନାହିଁ।” ପରମେଶ୍ୱର ଏହା କ’ଣ କେବଳ ବଳଦଙ୍କ ବିଷୟରେ କହିଲେ? ନା।

Viz kapitola kopírovat




୧ କରିନ୍ଥୀୟ 9:9

Následuj nás:

Reklamy


Reklamy