୧ ଯୋହନ 1:5 - ଓଡିଆ ବାଇବେଲ5 ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆମ୍ଭେମାନେ ତାହାଙ୍କଠାରେ ଯେଉଁ ସମ୍ଵାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ଵର ଜ୍ୟୋତିଃ ସ୍ଵରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)5 ଈଶ୍ୱରଙ୍କ ପୁତ୍ର ଯୀଶୁଠାରୁ ଆମେ ଯେଉଁବାର୍ତ୍ତା ଶୁଣି ଘୋଷଣା କରୁଛୁ, ତାହା ହେଉଛି: ଈଶ୍ୱର ଆଲୋକ- ତାଙ୍କଠାରେ ବିନ୍ଦୁ ମାତ୍ର ଅନ୍ଧକାର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ। Viz kapitolaପବିତ୍ର ବାଇବଲ5 ଆମ୍ଭେ ପରମେଶ୍ୱରଙ୍କଠାରୁ ଯେଉଁ ସତ୍ୟଶିକ୍ଷା ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ କହୁଅଛୁ। ପରମେଶ୍ୱର ଜ୍ୟୋତିଃସ୍ୱରୂପ। ଆଉ ତାହାଙ୍କଠାରେ ଆଦୌ ଅନ୍ଧକାର ନାହିଁ। Viz kapitola |