୧ ଯୋହନ 1:8 - ଓଡିଆ ବାଇବେଲ8 ଆମ୍ଭମାନଙ୍କର ପାପ ନାହିଁ ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆମ୍ଭମାନଙ୍କର ପାପ ନାହିଁ, ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି ଆମ୍ଭମାନଙ୍କଠାରେ ସତ୍ୟ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)8 ଆମେ ଯଦି ନିଜକୁ ନିଷ୍ପାପ ବୋଲି ମନେ କରୁ, ତେବେ ଆତ୍ମପ୍ରତାରଣା କରୁଛୁ- ଆମଠାରେ ତିଳେ ହେଲେ ସତ୍ୟତା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ। Viz kapitolaପବିତ୍ର ବାଇବଲ8 ଯଦି ଆମ୍ଭେ କହୁ, ଆମ୍ଭମାନଙ୍କର କିଛି ପାପ ନାହିଁ, ତେବେ ଆମ୍ଭେ ନିଜେ ନିଜକୁ ଠକୁଛୁ ଏବଂ ଆମ୍ଭଠାରେ ସତ୍ୟ ନାହିଁ। Viz kapitola |