୧ ଯୋହନ 5:17 - ଓଡିଆ ବାଇବେଲ17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ । Viz kapitolaପବିତ୍ର ବାଇବଲ (Re-edited) - (BSI)17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଯାହା ମୃତ୍ୟୁଜନକ ନୁହେଁ, ଏପରି ପାପ ଅଛି। Viz kapitolaପବିତ୍ର ବାଇବଲ (CL) NT (BSI)17 ଅବଶ୍ୟ ସମସ୍ତ ଦୁଷ୍କର୍ମ ପାପ, କିନ୍ତୁ କେତେକ ପାପ ମରଣାନ୍ତକ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ। Viz kapitolaପବିତ୍ର ବାଇବଲ17 ସମସ୍ତ ମନ୍ଦ କାମ ପାପ ଅଟେ। କିନ୍ତୁ ଏପରି ପାପ କାମ ମଧ୍ୟ ଅଛି ଯାହା ଅନନ୍ତ ମୃତ୍ୟୁ ଆଡ଼କୁ ନେଇଯାଏ ନାହିଁ। Viz kapitola |