1 ରାଜାବଳୀ 1:11 - ଓଡିଆ ବାଇବେଲ11 ଏଥିରେ ନାଥନ ଶଲୋମନଙ୍କର ମାତା ବତ୍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କ’ଣ ତୁମ୍ଭେ ଶୁଣି ନାହଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଥିରେ ନାଥନ ଶଲୋମନଙ୍କର ମାତା ବତ୍ଶେବାକୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜ୍ୟ କରୁଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିରେ ନାଥନ ଶଲୋମନଙ୍କର ମାତା ବତ୍ଶେବାକୁ କହିଲେ, “ଆମ୍ଭମାନଙ୍କ ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତର ପୁତ୍ର ଅଦୋନୀୟ ରାଜା ହୋଇଅଛି, ଏହା କʼଣ ତୁମ୍ଭେ ଶୁଣି ନାହଁ? Viz kapitolaପବିତ୍ର ବାଇବଲ11 ଏଥିରେ ନାଥନ ଶଲୋମନଙ୍କର ମାତା ବତ୍ଶେବାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତଙ୍କର ପୁତ୍ର ଅଦୋନିୟ ନିଜକୁ ରାଜା କରିଅଛନ୍ତି। ଏହା କ’ଣ ତୁମ୍ଭେ ଶୁଣି ନାହଁ? Viz kapitola |