1 ରାଜାବଳୀ 1:17 - ଓଡିଆ ବାଇବେଲ17 ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୁ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋ’ ସିଂହାସନରେ ବସିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଥିରେ ସେ ତାଙ୍କୁ କହିଲା, ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ସେ ତାଙ୍କୁ କହିଲା, “ହେ ମୋହର ପ୍ରଭୋ, ଆପଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ଆପଣା ଦାସୀ ନିକଟରେ ଶପଥ କରିଥିଲେ ଯେ, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ।” Viz kapitolaପବିତ୍ର ବାଇବଲ17 ବତ୍ଶେବା କହିଲେ, “ହେ ମୋର ମହାଶୟ, ଆପଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନାମରେ ଏ ଦାସୀ ନିକଟରେ ପ୍ରତିଜ୍ଞା କରିଥିଲେ ଯେ, ‘ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ସେ ମୋ’ ସିଂହାସନରେ ବସିବ’। Viz kapitola |