1 ରାଜାବଳୀ 1:18 - ଓଡିଆ ବାଇବେଲ18 ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋ’ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର, ଏବେ ଦେଖନ୍ତୁ, ଅଦୋନୀୟ ରାଜ୍ୟ କରୁଅଛି, ଆଉ ମୋʼ ପ୍ରଭୁ ମହାରାଜ ତାହା ଜାଣନ୍ତି ନାହିଁ। Viz kapitolaପବିତ୍ର ବାଇବଲ18 ମାତ୍ର ବର୍ତ୍ତମାନ ଆପଣଙ୍କ ଅଜ୍ଞାତରେ ଅଦୋନିୟ ରାଜ୍ୟ କରୁଅଛି। ଅଥଚ ଆପଣ ଜାଣନ୍ତି ନାହିଁ। Viz kapitola |