1 ରାଜାବଳୀ 1:28 - ଓଡିଆ ବାଇବେଲ28 ତେବେ, ଦାଉଦ ରାଜା ଉତ୍ତର କରି କହିଲେ, “ବତ୍ଶେବାକୁ ମୋ’ ନିକଟକୁ ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ତେବେ ଦାଉଦ ରାଜା ଉତ୍ତର କରି କହିଲେ, ବତ୍ଶେବାକୁ ମୋʼ କତିକି ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତେବେ, ଦାଉଦ ରାଜା ଉତ୍ତର କରି କହିଲେ, “ବତ୍ଶେବାକୁ ମୋʼ ନିକଟକୁ ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା।” Viz kapitolaପବିତ୍ର ବାଇବଲ28 ତା'ପରେ ରାଜା ଦାଉଦ କହିଲେ, “ବତ୍ଶେବାକୁ ମୋ’ ପାଖକୁ ଡାକ!” ତେଣୁ ସେ ରାଜାଙ୍କ ନିକଟକୁ ଯାଇ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ। Viz kapitola |