Online Bible

- Reklamy -




1 ରାଜାବଳୀ 1:39 - ଓଡିଆ ବାଇବେଲ

39 ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ପୁଣି ସାଦୋକ ଯାଜକ ତମ୍ଵୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲା। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ

39 ପୁଣି ଯାଜକ ସାଦୋକ ପବିତ୍ର ତମ୍ବୁ ମଧ୍ୟରୁ ଶିଙ୍ଗାଏ ପବିତ୍ର ତୈଳ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତା'ପରେ ସେମାନେ ଉଚ୍ଚ ସ୍ୱରରେ ତୂରୀ ବଜାଇଲେ ଏବଂ ସମସ୍ତ ଲୋକମାନେ ଉଚ୍ଚ ସ୍ୱରରେ କହିଲେ, “ରାଜା ଶଲୋମନ ଚିରଜୀବି ହୁଅନ୍ତୁ।”

Viz kapitola kopírovat




1 ରାଜାବଳୀ 1:39

Následuj nás:

Reklamy


Reklamy